ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ଶାନ୍ତିନିକେତନ ସାମିଲ ହେବାକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି ।
ଏକ୍ସରେ ଶ୍ର୍ରୀ ମୋଦୀ ପୋଷ୍ଟ କରିଛନ୍ତି:
‘ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ଦୃଷ୍ଟିକୋଣ ତଥା ଭାରତର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ ହୋଇଥିବାରୁ ଖୁସି । ଏହା ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ ।’’
একথা জেনে আনন্দিত হলাম যে, গুরুদেব রবীন্দ্রনাথ ঠাকুরের স্বপ্ন ও ভারতের সমৃদ্ধ সাংস্কৃতিক ঐতিহ্যের মূর্ত রূপ শান্তিনিকেতন উৎকীর্ণ হয়েছে @UNESCO বিশ্ব পরম্পরা তালিকায়। সব ভারতীয়ের কাছেই এ এক গর্বের মুহূর্ত। https://t.co/Um0UUACsnk
— Narendra Modi (@narendramodi) September 17, 2023
SR
Delighted that Santiniketan, an embodiment of Gurudev Rabindranath Tagore's vision and India's rich cultural heritage, has been inscribed on the @UNESCO World Heritage List. This is a proud moment for all Indians. https://t.co/Um0UUACsnk
— Narendra Modi (@narendramodi) September 17, 2023