Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ସାହସୀ ବୀର ମାନଙ୍କୁ ଆଜି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଏକ୍ସ ର ଏକ ପୋଷ୍ଟରେ ସେ ଲେଖିଛନ୍ତି:

“୨୦୧୯ରେ ପୁଲୱାମାରେ ଆମେ ହରାଇଥିବା ସାହସୀ ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି । ସେମାନଙ୍କ ବଳିଦାନ ଏବଂ ରାଷ୍ଟ୍ର ପ୍ରତି ଉତ୍ସର୍ଗୀମୃତ ମନୋଭାବକୁ ଆଗାମୀ ପିଢ଼ି କେବେ ବି ଭୁଲି ପାରିବ ନାହିଁ ।”

SR