Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

୨୦୨୩-୨୪ରେ ଏପର୍ଯ୍ୟନ୍ତ ଦିଆଯାଇଥିବା ସର୍ବାଧିକ ପେଟେଣ୍ଟକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱୀକାର


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩-୨୪ରେ ଏପର୍ଯ୍ୟନ୍ତ ଦିଆଯାଇଥିବା ସର୍ବାଧିକ ପେଟେଣ୍ଟ କୁ ସ୍ୱୀକାର କରିଛନ୍ତି ।

 

କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ପୀୟୁଷ ଗୋଏଲଙ୍କ ଏକ୍ସ ପୋଷ୍ଟର ପ୍ରତିକ୍ରିୟାରେ ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

ଏହା ଏକ ଉଲ୍ଲେଖନୀୟ କାର୍ଯ୍ୟ, ଯାହା କି ଏକ ଅଭିନବ ଉପାୟରେ ଚାଳିତ ଜ୍ଞାନ ଅର୍ଥନୀତିର ଯାତ୍ରାରେ ଏକ ମାଇଲଖୁଣ୍ଟ । ଭାରତର ଯୁବପିଢ଼ି ଏହିପରି ପଦକ୍ଷେପ ଦ୍ୱାରା ଲାଭବାନ ହେବେ ।

 

 SR