Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

2001 ସଂସଦ ଆକ୍ରମଣର ଶହୀଦମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

2001 ସଂସଦ ଆକ୍ରମଣର ଶହୀଦମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

2001 ସଂସଦ ଆକ୍ରମଣର ଶହୀଦମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


2001 ସଂସଦ ଆକ୍ରମଣର ଶହୀଦମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“2001 ମସିହାର ଆଜିର ଦିନରେ ଆମ ସଂସଦ ଉପରେ ହୋଇଥିବା ଘାତକ ଆକ୍ରମଣରେ ଯେଉଁମାନେ ଶହୀଦ ହୋଇଥିଲେ ସେମାନଙ୍କ ବୀରତାକୁ ଆମେ ଶ୍ରଦ୍ଧା ସୁମନ ଅର୍ପଣ କରୁଛୁ । ସେମାନଙ୍କ ସାହସ ଏବଂ ବୀରତା ପ୍ରତ୍ୟେକ ଭାରତୀୟଙ୍କୁ ଅନୁପ୍ରାଣିତ କରିଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

**********